www.samajalive.in
Monday, December 8, 2025
14.1 C
Bhubaneswar

ପୁରୀରେ ୯୦ ଦିନିଆ କଟକଣା – ବିନାନୁମତିରେ ସଭା, ଶୋଭାଯାତ୍ରା ଓ ମାଇକ ବ୍ୟବହାର ବେଆଇନ

ଡେସ୍କ: ପୁରୀ ଜିଲ୍ଲାରେ ପୁଲିସ ଆଇନର ଧାରା ୩୦ ଲାଗୁ କରାଯାଇଛି। ଗତ ମାସ ୨୮ ତାରିଖରୁ ଲାଗୁ କରାଯାଇଥିବା ଏହି ଧାରା ଆସନ୍ତା ୨୦୨୫ ଫେବୃଆରୀ ୨୫ ତାରିଖ ଅର୍ଥାତ ୯୦ ଦିନ ପର୍ଯ୍ୟନ୍ତ ବଳବତ୍ତର ରହିବ। ପୁରୀ ଜିଲ୍ଲାର ସମସ୍ତ ପୁଲିସ ଷ୍ଟେସନ ଅଞ୍ଚଳ, ପୁରୀ ମୁନିସିପାଲିଟି, ପିପିଲି, କୋଣାର୍କ ଓ ନିମାପଡ଼ା ବିଜ୍ଞାପିତ ଅଞ୍ଚଳରେ ଧାରା ୩୦ ଲାଗୁ କରାଯାଇଛି। ଏହି ୯୦ ଦିନ ମଧ୍ୟରେ ବିନା ଅନୁମତିରେ କୌଣସି ସଭା, ଶୋଭାଯାତ୍ରା ଓ ମାଇକ ବ୍ୟବହାର କରାଯାଇ ପାରିବ ନାହିଁ ବୋଲି ପୁରୀ ଆରକ୍ଷୀ ଅଧିକ୍ଷକ ବିନୀତ ଅଗ୍ରୱାଲ କହିଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories