www.samajalive.in
Monday, December 8, 2025
27.1 C
Bhubaneswar

ତୁରୁମୁଙ୍ଗା ଥାନାରେ ପଶ୍ଚିମାଞ୍ଚଳ ଡିଆଇଜିଙ୍କ ସମୀକ୍ଷା ବୈଠକ

ପାଟଣା : ପାଟଣା ବ୍ଲକ ଅଞ୍ଚଳ ତୁରୁମୁଙ୍ଗା ଥାନାରେ ଆଜି ପଶ୍ଚିମାଞ୍ଚଳ ଡିଆଇଜି ବ୍ରିଜେଶ କୁମାର ରାୟ ପହଞ୍ଚି ଥାନାର ବିଭିନ୍ନ ନଥିପତ୍ର ଯାଞ୍ଚ କରିବା ସହ ପୁଲିସ ଅଧିକାରୀଙ୍କ ସହ ସମୀକ୍ଷା ବୈଠକ କରିଛନ୍ତି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ କେନ୍ଦୁଝର ଏସପି ନୀତିନ କୁଶଲକରଙ୍କ ସହ ଚମ୍ପୁଆ ଏସଡିପିଓ ବିଜୟ କୁମାର ମଲ୍ଲିକ , ତୁରୁମୁଙ୍ଗା ଥାନାଧିକାରୀ ଧର୍ମେନ୍ଦ୍ର ଶାନ୍ତି ,ଥାନା ଏସ ଆଇ ରସାନନ୍ଦ ନାଏକ ଓ ଅନ୍ୟମାନେ ସମୀକ୍ଷା ବୈଠକରେ ସାମିଲ ଥିଲେ। ଏହାଛଡା ଡିଆଇଜି ରାୟ ଓ ଏସପି କୁଶଲକର ତୁରୁମୁଙ୍ଗା ଥାନାର ଆମ ପୁଲିସ ସମିତି ବୈଠକରେ ଯୋଗ ଦେଇ ଆମ ପୁଲିସ ସମିତି ସଦସ୍ୟ ସଦସ୍ୟାଙ୍କଠାରୁ ଅଭିଯୋଗ ଓ ମତାମତ ଆଦାନ ପ୍ରଦାନ କରିଥିଲେ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories