www.samajalive.in
Saturday, December 6, 2025
17.1 C
Bhubaneswar

ଅପରାହ୍ଣ ୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ବର : ଚାଲିପାରୁନି ଗୃହ। ଶୂନ୍ୟକାଳରେ ଏଏସ୍‌ଓ ଚାକିରି ବିବୃତି ନେଇ ବିଜେଡିର ହୋହଲ୍ଲା ଓ ନାରାବାଜି ପ‌ରେ ଗୃହକୁ ୪ଟା ଯାଏଁ ବାଚସ୍ପତି ସୁରମା ପାଢୀ ମୁଲତବୀ ଘୋଷଣା କରିଛନ୍ତି। ଏହି ପ୍ରସଙ୍ଗରେ ପ୍ର୍ରଥମେ ମଧ୍ୟ ୧୧ଟା ୩୦ ଯାଏଁ ଗୃହକୁ ମୁଲତବୀ ଘୋଷଣା କରାଯାଇଥିଲା।
ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତିକୁ ବିରୋଧ କରି ଗୃହରେ ହଟ୍ଟଗୋଳ ସହ ହୋହଲ୍ଲା ହୋଇଛି । ଗତକାଲି ଏଏସଓ ଚାକିରି ବିକ୍ରି ହୋଇଥିବା ଗୃହରେ ବିବୃତ୍ତି ରଖିଥିଲେ ମୁଖ୍ୟମନ୍ତ୍ରୀ । ବାଚସ୍ପତିଙ୍କ ପୋଡିୟମ୍‌ ତଳେ ବିଜେଡିର ହୋହଲ୍ଲା, ନାରାବାଜି ପରେ ଗୃହକୁ ମୁଲତବୀ ଘୋଷଣା କରାଯାଇଛି ।

ନୂଆବର୍ଷ ୨୦୨୫ : ଶନି କରିବେ ଓଲଟା ଚଳନ, ଏହି ରାଶି ହେବେ ମାଲାମାଲ୍‌, ମିଳିବ ସରକାରୀ ଚାକିରି..

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories