www.samajalive.in
Sunday, December 7, 2025
14.1 C
Bhubaneswar

ପୁଲିସ ବସ୍‌ରୁ ୨ କର୍ମଚାରୀଙ୍କ ମୃତଦେହ ଉଦ୍ଧାର

ଶ୍ରୀନଗର: ପୁଲିସ୍ ବସ୍‌ରୁ ଦୁଇ କର୍ମଚାରୀଙ୍କ ମୃତଦେହ ଉଦ୍ଧାର। ଜାମ୍ମୁ କାଶ୍ମୀର ଉଦ୍ଧମପୁର ନିକଟରେ ବସ୍ ଭିତରୁ ମୃତଦେହ ଉଦ୍ଧାର ହୋଇଛି। ପରସ୍ପର ଭିତରେ ଝଗଡାରୁ ଏହି ଗୁଳିକାଣ୍ଡ ଘଟିଥିବା କୁହାଯାଉଛି। ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଆହତ ହୋଇଥିବା ସୂଚନା ମିଳିଛି। ଏକେ-୪୭ ରାଇଫଲରୁ ଏହି ଗୁଳିମାଡ ହୋଇଥିବା ଜଣାପଡିଛି। ସପୋରରୁ ତଲଓ୍ବାର ଟ୍ରେନିଂ ସେଣ୍ଟର ଯାଉଥିବା ବେଳେ ଏଭଳି ଅଘଟଣ ଘଟିଛି। ପରେ ଖବର ପାଇ ପୁଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ପୋଷ୍ଟମର୍ଟମ ପାଇଁ ଉଦ୍ଧାମପୁର ଜିଲ୍ଲା ଡାକ୍ତରଖାନାକୁ ପଠାଇ ତଦନ୍ତ ଆରମ୍ଭ କରିଛନ୍ତି।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories