www.samajalive.in
Tuesday, December 9, 2025
17.1 C
Bhubaneswar

୧୦ ଫୁଟର ଅଜଗର ଉଦ୍ଧାର

ଫୁଲବାଣୀ: ଫୁଲବାଣୀ ଫିସିରି କଲୋନୀ ଅଞ୍ଚଳରୁ ଏକ ୧୦ ଫୁଟର ଅଜଗର ସାପ ଉଦ୍ଧାର ହୋଇଛି। ଶନିବାର ରାତି ପ୍ରାୟ ୯ଟା ସମୟରେ ସାପଟି ବୁଲୁଥିବା କନ୍ଧମାଳ ସ୍ନେକ ହେଲ୍ପଲାଇନକୁ ଖବର ଆସିଥିଲା ଖବର ପାଇବା ସଙ୍ଗେସଙ୍ଗେ ସ୍ନେକ ହେଲ୍ପଲାଇନ ସଦସ୍ୟ ଜଗନ୍ନାଥ, ଅବିନାଶ ଏବଂ ଫୁଲବାଣୀ ରେଞ୍ଜର ଶିବାନନ୍ଦ ଲେଙ୍କା ସହଯୋଗୀ ସିମାଞ୍ଚଳ ନାୟକ ପ୍ରମୁଖ ସେଠାରେ ପହଞ୍ଚି ସାପଟିକୁ ସୁରକ୍ଷିତ ଉଦ୍ଧାର କରିଥିଲେ। ପରେ ଫୁଲବାଣୀ ରେଞ୍ଜ ଅଫିସରେ ସାପଟିର ସ୍ୱାସ୍ଥ୍ୟ ପରୀକ୍ଷା କରିବା ପରେ ତାକୁ ଜଙ୍ଗଲରେ ଛଡ଼ାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories