www.samajalive.in
Friday, December 5, 2025
20.1 C
Bhubaneswar

ଗଛରେ ପିଟି ହେଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ଲଡୁଗାଁ : କଳାହାଣ୍ଡି ଜିଲ୍ଲା କୋକସରାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଆଜି ସକାଳେ ଏକ ଟ୍ରକ୍ ଜୁନାଗଡରୁ ବିଶାଖାପାଟଣା ଯାଉଥିବାବେଳେ ଭାରସାମ୍ୟ ହରାଇ ୨୬ନଂ ଜାତୀୟ ରାଜପଥ କୋକସରା ଠାରେ ଏକ ଗଛରେ ପିଟି ହୋଇଯାଇଛି। ଫଳରେ ଟ୍ରକ୍‌ ଡ୍ରାଇଭର ଆନନ୍ଦ କୁମାର ଅଳ୍ପକେ ଏକ ବଡ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ପରେ ଖବର ପାଇ କୋକସରା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories