www.samajalive.in
Sunday, December 7, 2025
13.1 C
Bhubaneswar

ସବୁ ଜିଲାରେ ଖୋଲିବ ମେଡିକାଲ କଲେଜ; ୫ ହଜାର ଡାକ୍ତରଙ୍କୁ ମିଳିବ ନିଯୁକ୍ତି- ସ୍ୱାସ୍ଥ୍ୟମନ୍ତ୍ରୀ..

ଭୁବନେଶ୍ୱର : ରାଜ୍ୟର ସବୁ ଜିଲାରେ ଖୋଲିବ ମେଡିକାଲ କଲେଜ। ଏନେଇ ସୋମବାର ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବିଧାନସଭାରେ କହିଛନ୍ତି । ମନ୍ତ୍ରୀ କହିଛନ୍ତି, ଭଦ୍ରକ ସମେତ ୩୦ ଜିଲାରେ ମେଡିକାଲ କଲେଜ ଖୋଲିବା ସହ ମେଡିକାଲ ରିକ୍ରୁଟମେଣ୍ଟ ପ୍ରକ୍ରିୟାରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନରେ ୨ଟି ସଂଶୋଧନ କରାଯାଇଛି । ସବୁ ଜିଲାରେ ମେଡିକାଲ କଲେଜ ଖୋଲିବା ନେଇ ଆମ ସଂକଳ୍ପ ପତ୍ରରେ ଥିଲା । ଲୋକଙ୍କୁ ଉନ୍ନତ ମାନର ଚିକିତ୍ସା ଯୋଗାଇବା ପାଇଁ ଏହା ଜରୁରୀ । ଏହାସହ ମେଡିକାଲ କଲେଜରେ ଅଭାବ ଥିବା ଡାକ୍ତରଙ୍କ ପଦବୀ ମଧ୍ୟ ପୂରଣ କରାଯିବ । ଖୁବ୍‌ ଶୀଘ୍ର ୫ ହଜାର ଡାକ୍ତର ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ ପାଇବ ବୋଲି ମନ୍ତ୍ରୀ କହିଛନ୍ତି ।

ନୂଆବର୍ଷ ୨୦୨୫ରେ ଅତ୍ୟନ୍ତ ଦୁର୍ଲ୍ଲଭ ଯୋଗ: ଏହି ରାଶି ହେବେ ମାଲାମାଲ୍‌, ଭାଗ୍ୟଶାଳୀ..

ଏହି ରଙ୍ଗର କି ରୋଷେଇ ଘର କାନ୍ଥ,ସ୍ଲାବ୍‌; ହେବ କଳହ, ଧନ ଅଭାବ, ରୋଗ, ଜାଣନ୍ତୁ କେଉଁ ରଙ୍ଗ ଦେବ ଶୁଭଫଳ..

- Advertisement -

ବାସ୍‌ ଏହି ଗୋଟିଏ କ୍ଲିକ୍‌; ଫୋନ୍‌କୁ ଆସିବ ନାହିଁ ଗୋଟିଏ ବି ସ୍ପାମ୍‌ କଲ୍‌..

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories