www.samajalive.in
Thursday, December 11, 2025
26.1 C
Bhubaneswar

ସିଟି କଲେଜରେ ଅଣଛାତ୍ରଙ୍କ ଗଣ୍ଡଗୋଳ, ବାଦାମବାଡ଼ି ଥାନାରେ ଅଭିଯୋଗ

କଟକ: ନେତାଜୀ ସୁଭାଷ ସ୍ମାରକୀ ସିଟି ମହାବିଦ୍ୟାଳୟ (ସିଟି କଲେଜ)ରେ ଜୁନିୟର ଛାତ୍ରଙ୍କୁ ଅଣଛାତ୍ରଙ୍କ ମାଡ଼ ଅଭିଯୋଗ  ହୋଇଛି। ଜଣେ ଯୁକ୍ତ ୨ ଛାତ୍ରଙ୍କୁ  କିଛି ଅଣଛାତ୍ର ମାଡ଼ ମାରିଥିବା ନେଇ ବାଦାମବାଡ଼ି ଥାନାରେ ଅଭିଯୋଗ କରାଯାଇଛି। ସିଟି କଲେଜ କ୍ୟାମ୍ପସରେ କିଛି ଅଣଛାତ୍ର ପଶି ଗଣ୍ଡଗୋଳ କରୁଥିବାବେଳେ ଜଣେ ଜୁନିୟର ଛାତ୍ର ଏହାକୁ ବିରୋଧ କରିଥିଲେ। ବିରୋଧ କରୁଥିବା ଯୁକ୍ତ ଦୁଇ ଛାତ୍ରଙ୍କୁ ମାଡ଼ ମାରିଥିଲେ।  ଯୁକ୍ତ ଦୁଇ ଛାତ୍ରଙ୍କୁ ମାଡ଼ ମରାଯାଇଥିବା ନେଇ ବାଦାମବାଡ଼ି ଥାନାରେ ଅଭିଯୋଗ କରାଯାଇଥିବା ସୂଚନା ମିଳଛି।

Hot this week

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

Related Articles

Popular Categories