www.samajalive.in
Sunday, December 14, 2025
26.1 C
Bhubaneswar

ଲିଙ୍ଗଭିତ୍ତିକ ହିଂସା ସମାପ୍ତ ପାଇଁ ସଚେତନତା କାର୍ଯ୍ୟକ୍ରମ: ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଲିଙ୍ଗଭିତ୍ତିକ ହିଂସା ସମାପ୍ତ କରିବା ନିମନ୍ତେ ରାଜ୍ୟସ୍ତରୀୟ ପାକ୍ଷିକ ସଚେତନତା କାର୍ଯ୍ୟକ୍ରମ। ଏ ନେଇ ଆଜି ରାଜ୍ୟ ମହିଳା ଓ ଶିଶୁ ବିଭାଗ ଆନୁକୂଲ୍ୟରେ ଏକ ରାଜ୍ୟସ୍ତରୀୟ ପାକ୍ଷିକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶ୍ରୀୟା ଟକିଜ ଛକ ଠାରୁ ମାଷ୍ଟର କାଣ୍ଟିନ ଛକ ପର୍ଯ୍ୟନ୍ତ ପଦଯାତ୍ରା ଓ ପଥପ୍ରାନ୍ତ ନାଟକର ଆୟୋଜିତ ହୋଇଛି । ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମଧ୍ୟ ଉପସ୍ଥିତ ଥିଲେ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories