www.samajalive.in
Saturday, December 13, 2025
14.1 C
Bhubaneswar

ଓଡ଼ିଶା ମାଷ୍ଟରସ୍-୨୦୨୪ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ, ଭାଗ ନେଇଛନ୍ତି ୨୯ଟି ଦେଶରୁ ପ୍ରାୟ ୩୦୦ କ୍ରୀଡ଼ାବିତ୍‌

କଟକ : ଓଡ଼ିଶା ମାଷ୍ଟରସ୍-୨୦୨୪ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆଜି କଟକ ଜବାହାରଲାଲ୍ ନେହେରୁ ଇଣ୍ଡୋର ଷ୍ଟାଡିୟମ ଠାରେ ଉଦ୍‌ଘାଟିତ ହୋଇଯାଇଛି। ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ। । ତୃତୀୟ ଥର ପାଇଁ କଟକଠାରେ ଆୟୋଜିତ ଏହି ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ।

ଆଜିର ଉଦ୍‌ଘାଟନୀ ସମାରୋହରେ ବିଧାୟିକା, କଟକ ବାରବାଟୀ ସୋଫିଆ ଫିର୍ଦୋଷ, କ୍ରୀଡା ବିଭାଗ ପ୍ରମୁଖ ଶାସନ ସଚିବ ଭାସ୍କର ଜ୍ୟୋତି ଶର୍ମା, ହକି ପ୍ରମୋସନ କାଉନସିଲ ଅଫ ଓଡିଶାର ସିଇଓ ଦୀପଙ୍କର ମହାପାତ୍ର , କଟକ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ, କଟକ ଡିସିପି ଜଗମୋହନ ମୀନା ପ୍ରମୁଖ ଉପସ୍ଥିତ ଥିଲେ।

- Advertisement -

ବ୍ୟାଡ଼ମିଣ୍ଟନ ଆସୋସିଏସନ୍‌ ଅଫ୍ ଇଣ୍ଡିଆ ଓ ଓଡ଼ିଶା ଷ୍ଟେଟ ବ୍ୟାଡ଼ମିଣ୍ଟନ ଆସୋସିଏସନ୍‌ର ମିଳିତ ସହଭାଗିତାରେ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟରେ ଚଳିତ ବର୍ଷା ଭାରତ, ଜାପାନ, ଇଣ୍ଡୋନେସିଆ, ଚୀନ, ଡ଼େନମାର୍କ ଆଦି ସମୁଦାୟ ୨୯ଟି ଦେଶରୁ ପ୍ରାୟ ୩୦୦ କ୍ରୀଡ଼ାବିତ୍‌ ପ୍ରତିଯୋଗିତାରେ ଭାଗ ନେଇଛନ୍ତି। ଟୁର୍ଣ୍ଣାମେଣ୍ଟର ସମୁଦାୟ ପୁରସ୍କାର ଧନରାଶି 100,000 USD Dollar ରହିଛି।

Hot this week

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

Related Articles

Popular Categories