www.samajalive.in
Thursday, December 11, 2025
18.1 C
Bhubaneswar

ଏସସିବିରେ ଚାକିରି ବିକ୍ରି ମାମଲା : ଆଉ ଦୁଇ ଅଭିଯୁକ୍ତ ଗିରଫ, ସଂଖ୍ୟା ୪କୁ ବୃଦ୍ଧି

କଟକ: କଟକ ଏସସିବିରେ ଚାକିରି ବିକ୍ରି ମାମଲା। ଏହି ଘଟଣାରେ ଆଉ ଦୁଇ ଅଭିଯୁକ୍ତକୁ ମଙ୍ଗଳାବାଗ ପୁଲିସ ଗିରଫ କରିଛି। ଗିରଫଦାରୀ ସଂଖ୍ୟା ଏବେ ୪ରେ ପହଞ୍ଚିଛି। ଦୁଇ ଅଭିଯୁକ୍ତ ଏସସିବିରେ ନିୟୋଜିତ ଘରୋଇ ଠିକା ସଂସ୍ଥାର ଦୁଇ ଜଣ କର୍ମଚାରୀ। ଅଭିଯୁକ୍ତ ଦ୍ଵୟ ହେଲେ ଦେବାଶିଷ ଦାସ ଓ ଅକ୍ଷୟ ପ୍ରଧାନ। ଏମାନେ ଏସସିବିରେ ଚାକିରି କରାଇଦେବା ନାଁରେ ୧୦ ଲକ୍ଷରୁ ଅଧିକ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଛି । ଏମାନେ ପୂର୍ଵରୁ ଗିରଫ ହୋଇଥିବା ଅର୍ପିତ ଓ ଅର୍ଜିତଙ୍କ ସହଯୋଗୀ ଥିବା ଜଣାପଡିଛି।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

Related Articles

Popular Categories