www.samajalive.in
Monday, December 15, 2025
16.1 C
Bhubaneswar

ଗ୍ରାମ୍ୟ ଜଳ ପରିମଳ ସମିତି କର୍ମକର୍ତ୍ତାଙ୍କ ଦକ୍ଷତା ବୃଦ୍ଧି ତାଲିମ ଶିବିର

ପାଟଣା : ପାଟଣା ବ୍ଲକ ସଭାଗୃହରେ ଆଜି ୪ଟି ପଞ୍ଚାୟତର ଜଳ ପରିମଳ ସମିତି କର୍ମକର୍ତ୍ତାଙ୍କୁ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ ପ୍ରଦାନ କରାଯାଇଛି। ବିଡିଓ ମାନସ କୁମାର ଦଣ୍ଡପାଟଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗ୍ରାମ୍ୟ ଜଳଯୋଗାଣ ବିଭାଗ ସହକାରୀ ଯନ୍ତ୍ରୀ ସସ୍ମିତା ନାୟକ ଗୋଷ୍ଠୀ ସମ୍ବଳ ସଂଯୋଜକ ମହମ୍ମଦ ଜମାଲୁଦ୍ଦିନ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଡିଏସସି ଅସିତ କୁମାର ପାତ୍ର, ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ପ୍ରତିଷ୍ଠାନ ସମ୍ବଳ ବ୍ୟକ୍ତି ଶିବନାଥ ପ୍ରଧାନ ପ୍ରମୁଖ ଯୋଗଦେଇ ଡୁମୁରିଆ, ପଲାଣଘାଟି,ବଡପାଟଣା ଓ ଟାଙ୍ଗରପଡା ପଞ୍ଚାୟତର ୬ଟି ଗ୍ରାମରୁ ଆସିଥିବା ଜଳ ପରିମଳ ସମିତି କର୍ମକର୍ତ୍ତାଙ୍କୁ ପରିମଳ ବ୍ୟବସ୍ଥାରେ ଉନ୍ନତି ଓ ସମିତିରେ ଆର୍ଥିକ ପରିଚାଳନା ସମ୍ବନ୍ଧରେ ତାଲିମ ଦେଇଥିଲେ। ଏଥିରେ ୪ ପଞ୍ଚାୟତର ସରପଞ୍ଚ, ପିଇଓ,ଏମବିକେ ଓ ସିଆରପିମାନେ ଯୋଗ ଦେଇଥିଲେ।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories