ବନକଲାଗି ନୀତି: ୪ ଘଣ୍ଟା ସର୍ବସାଧାରଣଙ୍କ ଦର୍ଶନ ବନ୍ଦ

ଭୁବନେଶ୍ବର : ଆସନ୍ତାକାଲି(ଗୁରୁବାର) ସର୍ବସାଧାରଣଙ୍କ ପାଇଁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ । ୧୨ ତାରିଖ ଗୁରୁବାର ମାର୍ଗଶୀର ଶୁକ୍ଳ ଦ୍ୱାଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ ଟାରୁ ରାତି ୧୦ ଟା  ପର୍ଯ୍ୟନ୍ତ ୪ ଘଣ୍ଟା ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ।

Comments are closed.