www.samajalive.in
Friday, December 5, 2025
27.1 C
Bhubaneswar

ସୁନା କିଣିବେ କି? ୧୦ ଗ୍ରାମ୍‌କୁ ୫୯,୬୧୦ ଟଙ୍କା..

ନୂଆଦିଲ୍ଲୀ : ସୁନା କିଣିବାକୁ ଯୋଜନା କରୁଛନ୍ତି କି? ତେବେ ନଜର ପକାନ୍ତୁ ଏହାର ଦାମ୍‌ ଉପରେ । ଗୁରୁବାର ଡିସେମ୍ବର ୧୨ରେ ୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ରାଜଧାନୀ ଭୁବନେଶ୍ୱରରେ ୭୨,୮୫୦ ଟଙ୍କା ରହିଛି ।
ସେହିପରି ୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୭୯,୪୭୦ ଟଙ୍କା ରହିଛି । ୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୫୯,୬୧୦ ଟଙ୍କା ରହିଛି ।

ନୂଆବର୍ଷ ୨୦୨୫ରେ ଅଦ୍ଭୁତ ସଂଯୋଗ ; ଏକାଠି ହେବ ଶୁକ୍ର-ରାହୁ, ଏହି ରାଶି ହେବେ ମାଲାମାଲ୍‌, ଭାଗ୍ୟଶାଳୀ..

- Advertisement -

ସେହିପରି ଦେଶରେ ସୁନା ଦାମ୍‌ ଉପରେ ନଜର ପକାଇଲେ ୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୭୨,୮୫୦ ଟଙ୍କା ଓ ୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୭୯,୪୭୦ ଟଙ୍କା । ୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୫୯,୬୧୦ ଟଙ୍କା ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories