www.samajalive.in
Monday, December 8, 2025
14.1 C
Bhubaneswar

ଜାନୁଆରୀରେ ବିଜେପିକୁ ମିଳିବ ନୂଆ ସଭାପତି: ତୋମାର

ଭୁବନେଶ୍ଵର : ରାଜ୍ୟ ବିଜେପି ପାଇବ ନୂଆ ସଭାପତି। ଜାନୁଆରୀ ମାସରେ ହେବ ରାଜ୍ୟ ବିଜେପିର ନୂଆ ସଭାପତି ନିର୍ବାଚନ। ଏ ନେଇ ସୂଚନା ଦେଇଛନ୍ତି ବିଜେପିର ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର। ସେ କହିଛନ୍ତି ଆମର ଗଣତାନ୍ତ୍ରିକ ଦଳ।  ଗଣତାନ୍ତ୍ରିକ ଉପାୟରେ ସଭାପତି ନିର୍ବାଚନ ହେବ । ତେବେ ଏହି ସାଙ୍ଗଠନିକ ନିର୍ବାଚନରେ ମଣ୍ଡଳ ନିର୍ବାଚନ ଚାଲିଛି। ପରେ ଜିଲ୍ଲା ସଭାପତି ନିର୍ବାଚନ ଏବଂ ତା ପରେ ରାଜ୍ୟ ସଭାପତି ବଛାଯିବ। ଆଗାମୀ ମାସରେ ନୂଆ ରାଜ୍ୟ ସଭାପତି ବଛାଯିବେ। ବିଜେଡିର ବହୁ ସାଂସଦ ଏବଂ ବିଧାୟକ ଭାରତୀୟ ଜନତା ପାର୍ଟିର ଯୋଗାଯୋଗରେ ଅଛନ୍ତି ବୋଲି କହିଛନ୍ତି ବିଜୟପାଲ ସିଂ ତୋମାର।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories