www.samajalive.in
Saturday, December 13, 2025
17.1 C
Bhubaneswar

୪ ସାଇବର ଲୁଟେରାଙ୍କୁ ବାନ୍ଧିଲା ପୁଲିସ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରୁ ୪ ସାଇବର ଲୁଟେରାଙ୍କୁ ଧରିଲା ପୁଲିସ । ଅନଲାଇନ୍ ବେଟିଂ କାରବାର ଚାଲିଥିବା ସୁରାକ ପାଇ ଲୁଟେରାଙ୍କ କଲ୍ ସେଣ୍ଟରରେ ରେଡ୍ କଲା ଏୟାରଫିଲ୍ଡ ଥାନା ପୁଲିସ । ପ୍ରେଷ୍ଟିଜ୍ ଆପାର୍ଟମେଣ୍ଟରେ ଚାଲିଥିବା କଲ୍ ସେଣ୍ଟରରେ ଚଢାଉ ହୋଇଛି । ଗିରଫ ସମସ୍ତ ଅଭିଯୁକ୍ତ ବାହାର ରାଜ୍ୟର ବୋଲି ଜଣାପଡିଛି । ସେମାନଙ୍କଠାରୁ ଲାପଟପ୍, ସିମକାର୍ଡ, ପାସପୋର୍ଟ ଜବତ କରିଛି ପୁଲିସ । ଏମାନେ ଟେଲିଗ୍ରାମ ଓ ଗେମିଂ ଆପ୍ ଜରିଆରେ ଲୋକଙ୍କୁ ଠକୁଥିଲେ । ତେବେ ଏହି ଚେର କେତେ ଦୂର ଲମ୍ବିଛି ସେନେଇ ଖୋଳତାଡ କରୁଛି ପୁଲିସ ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories