www.samajalive.in
Sunday, December 7, 2025
26.1 C
Bhubaneswar

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୩ ଗିରଫ

ରେଙ୍ଗାଲି : ସମ୍ବଲପୁର ଜିଲାର ଠେଲକୋଲୋଇ ବିଳମ୍ବିତ ରାତିରେ ଠେଲକୋଲୋଇ ପୁଲିସ ପେଟ୍ରୋଲିଂ କରୁଥିବା ସମୟରେ ବାବୁଖିଣ୍ଡା ଅଞ୍ଚଳରେ ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରିଥିଲା ।  ଜୁଆ ଖେଳରେ ଲିପ୍ତ ଥିବା ତିନି ଜଣ ଯୁବକଙ୍କୁ ପୋଲିସ ଗିରଫ ସେମାନଙ୍କ ପାଖରୁ ୩ଟି ବାଇକ, ଗୋଟିଏ ସ୍କୁଟର, ଗୋଟିଏ ମୋବାଇଲ ଫୋନ, ଗୋଟିଏ ପ୍ଲାଷ୍ଟିକ ମସିଣା,  ଦୁଇ ପକେଟ ତାସ୍ ଏବଂ ୧୭ ହଜାର ୨ ଶହ  ଟଙ୍କା  ଜବତ କରିଛି।  ଅଭିଯୁକ୍ତମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ବୋଲି ଆଇଆଇସି ବୁଲୁ ସ୍ବାଇଁ ସୂଚନା ଦେଇଛନ୍ତି ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories