www.samajalive.in
Tuesday, December 9, 2025
15.1 C
Bhubaneswar

ହସ୍ପିଟାଲରେ ଅଗ୍ନିକାଣ୍ଡ: ୬ ମୃତ, ଏକାଧିକ ଆହତ, ବଢିପାରେ ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ : ତାମିଲନାଡୁର ଏକ ଘରୋଇ ହସ୍ପିଟାଲରେ ବଡଧରଣର ଅଗ୍ନିକାଣ୍ଡ ଘଟିଛି। ସକାଳୁ ସକାଳୁ ଡିଣ୍ତିଗୁଲ ସ୍ଥିତ ଏକ ଘରୋଇ ଅର୍ଥୋପେଡିକ୍ ମେଡିକାଲରେ ନିଆଁ ଲାଗିଯାଇଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏକାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ଆଗକୁ ଆହୁରି ମୃତ୍ୟୁ ସଂଖ୍ୟା ବଢିବା ନେଇ ଆଶଙ୍କା କରାଯାଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ଅଗ୍ନିଶମ ବାହିନୀ କର୍ମଚାରୀ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories