www.samajalive.in
Friday, December 5, 2025
20.1 C
Bhubaneswar

ଅଲ୍ଲୁ ଅର୍ଜୁନ ଗିରଫ

ସମାଜ ଡିଜିଟାଲ ଡେସ୍କ: ଦକ୍ଷିଣ ଭାରତୀୟ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଗିରଫ ହୋଇଛନ୍ତି। ହାଇଦ୍ରାବାଦ ସନ୍ଧ୍ୟା ହଲ୍‌ରେ ‘ପୁଷ୍ପା-୨’ ଚଳଚ୍ଚିତ୍ର ପ୍ରଦର୍ଶନ ସମୟରେ ଦଳାଚକଟା ମାମଲାରେ ଶୁକ୍ରବାର ଅଭିନେତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଡିସେମ୍ବର ୪ରେ ହୋଇଥିବା ଏହି ଦଳାଚକଟାରେ ଜଣେ ୩୫ ବର୍ଷିୟ ମହିଳାଙ୍କ ମୃତ୍ୟୁ ଘଟିବା ସହ ତାଙ୍କ ପୁଅ ଗୁରୁତର ଆହତ ହୋଇଥିଲେ। ଏହି ଘଟଣାରେ ଅଲ୍ଲୁ ଅର୍ଜୁନ ଏବଂ ଥିଏଟର ମ୍ୟାନେଜମେଣ୍ଟ ବିରୋଧରେ ମାମଲା ରୁଜୁ କରିଥିଲା ପୁଲିସ। ଏବେ ଏହି ମାମଲାରେ ଗିରଫ ହୋଇଛନ୍ତି ଅଭିନେତା।

ପୁଲିସ ଅଭିଯୋଗ କରିଥିଲା ଯେ, ଅଭିନେତା ପୁଲିସକୁ ସୂଚନା ନ ଦେଇ ଫିଲ୍ମର ପ୍ରିମିୟର ଶୋ’ରେ ପହଞ୍ଚିଥିଲେ, ଯେଉଁ କାରଣରୁ ବିଶୃଙ୍ଖଳା ହୋଇଥିଲା। ଅତିରିକ୍ତ ସୁରକ୍ଷା ଏବଂ ଭିଡ଼ ପରିଚାଳନା ବ୍ୟବସ୍ଥା କରାଯାଇ ନ ଥିବାରୁ ଥିଏଟର ମ୍ୟାନେଜମେଣ୍ଟ ବିରୋଧରେ ମାମଲା ରୁଜୁ ହୋଇଥିଲା।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories