www.samajalive.in
Wednesday, December 10, 2025
16.1 C
Bhubaneswar

ଜେଲ୍‌ ଗଲେ ସାଉଥ୍‌ସୁପରଷ୍ଟାର ଅଲ୍ଲୁ ଅର୍ଜୁନ

ତେଲଙ୍ଗାନା : ଜେଲ୍‌ ଗଲେ ସାଉଥ୍‌ସୁପରଷ୍ଟାର ଅଲ୍ଲୁ ଅର୍ଜୁନ । ଅଲ୍ଲୁଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇଲେ କୋର୍ଟ। ନାମପଲ୍ଲୀ କୋର୍ଟ ବିଚାର ବିଭାଗୀୟ ହାଜତକୁ ପଠାଇଛନ୍ତି। ଗିରଫ ପରେ ଚଞ୍ଚଲଗୁଡା ସେଣ୍ଟ୍ରାଲ ଜେଲ୍‌ ବାହାରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଜରୁରୀ ଶୁଣାଣି ପାଇଁ ତେଲଙ୍ଗାନା ହାଇକୋର୍ଟ ଗଲେ ଅଲ୍ଲୁ ।
ସାଉଥ୍‌ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଶୁକ୍ରବାର ହାଇଦ୍ରାବାଦ ନାମପଲ୍ଲୀ କୋର୍ଟରେ ହାଜର ହୋଇଥିଲେ। ସ୍ୱାସ୍ଥ୍ୟ ପରୀକ୍ଷା ପରେ କୋର୍ଟରେ ହାଜର କରାଯାଇଥିଲା।
ହାଇଦ୍ରାବାଦ୍‌ ହଲ୍‌ ଦଳାଚକଟା ମାମଲାରେ ଗିରଫ ହୋଇଛନ୍ତି ଅଭିନେତା ଅଲ୍ଲୁ । ଗିରଫଦାରୀ ପ୍ରତିବାଦରେ ହାଇକୋର୍ଟ ଗଲେ ଅଲ୍ଲୁ। ଜରୁରୀ ଶୁଣାଣି ପାଇଁ ଅଲ୍ଲୁ ହାଇକୋର୍ଟରେ ଆବେଦନ କରିଛନ୍ତି । ଜାମିନ୍‌ ପାଇଁ ଆବେଦନ କରିଛନ୍ତି ପୁଷ୍ପା । ଡିସେମ୍ବର ୪ରେ ହୋଇଥିବା ଦଳାଚକଟାରେ ଜଣେ ୩୫ ବର୍ଷିୟ ମହିଳାଙ୍କ ମୃତ୍ୟୁ ଘଟିବା ସହ ତାଙ୍କ ପୁଅ ଗୁରୁତର ଆହତ ହୋଇଥିଲେ। ଏହି ଘଟଣାରେ ଅଲ୍ଲୁ ଅର୍ଜୁନ ଏବଂ ଥିଏଟର ମ୍ୟାନେଜମେଣ୍ଟ ବିରୋଧରେ ମାମଲା ରୁଜୁ କରିଥିଲା ପୁଲିସ।

ଏକାଠି ହେବେ ଶନି-ଶୁକ୍ର; ନୂଆବର୍ଷରେ ସୁନାଭଳି ଚମକିବେ ଏହି ରାଶି, ହେବେ ଭାଗ୍ୟଶାଳୀ, ମିଳିବ ଧନ, ହେବ ବିବାହ..

ବାନ୍ତି ଦାମ୍‌ କୋଟି କୋଟି ଟଙ୍କା; ଜାଣନ୍ତୁ କାହିଁକି..

- Advertisement -

Hot this week

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

Related Articles

Popular Categories