www.samajalive.in
Wednesday, December 10, 2025
23.1 C
Bhubaneswar

୧୪ ଦିନିଆ ପୁଲିସ ହେପାଜତକୁ ଗଲେ ପୁଷ୍ପା, ମିଳିଲାନି ଜାମିନ

ଡେସ୍କ: ସୁପରଷ୍ଟାର ଅଲୁ ଅର୍ଜୁନଙ୍କୁ କୋର୍ଟ ୧୪ ଦିନ ପାଇଁ ପୁଲିସ ହେପାଜତକୁ ପଠାଇଲେ। ସୂଚନା ଅନୁଯାୟୀ, ଆଜି ସାଉଥ୍‌ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କୁ ପୁଲିସ ଗିରଫ କରିବା ପରେ ହାଇଦ୍ରାବାଦ ନାମପଲ୍ଲୀ କୋର୍ଟରେ ହାଜର କରାଇଥିଲା। ପୁଲିସର ୧୪ ଦିନିଆ ରିମାଣ୍ଡକୁ କୋର୍ଟ ଗ୍ରହଣ କରିବା ସହ ତାଙ୍କୁ ପୁଲିସ ହେପାଜତକୁ ପଠାଇଛି। ହାଇଦ୍ରାବାଦ୍‌ ହଲ୍‌ ଦଳାଚକଟା ମାମଲାରେ ପୁଲିସ ତାଙ୍କୁ ଗିରଫ କରିଥିଲା। ତେବେ ସେ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ଆଜି ହାଇକୋର୍ଟ ଏହି ମାମଲାର ଶୁଣାଣି କରିବାର ସମ୍ଭାବନା ରହିଛି।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories