www.samajalive.in
Tuesday, December 9, 2025
15.1 C
Bhubaneswar

ଗୁକେଶଙ୍କୁ ୫ କୋଟିର ପୁରସ୍କାର ଘୋଷଣା

ସମାଜ ଡିଜିଟାଲ ଡେସ୍କ: ବିଶ୍ଵର ସର୍ବକନିଷ୍ଠ ଚେସ ଚାମ୍ପିଅନ ଆଖ୍ୟା ଅର୍ଜନ କରିଥିବା ଦୋମାରାଜୁ ଗୁକେଶଙ୍କ ପାଇଁ ୫ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି ତାମିଲନାଡୁ ସରକାର। ଗୁରୁବାର ଖେଳାଯାଇଥିବା ବିଶ୍ଵ ଚେସ ଚାମ୍ପିଅନସିପର ୧୪ଶ ବା ଅନ୍ତିମ ରାଉଣ୍ଡରେ ଗ୍ରାଣ୍ଡମାଷ୍ଟର ଗୁକେଶ ଗତବର୍ଷର ଚାମ୍ପିଅନ ଚୀନର ଡିଙ୍ଗ ଲିରେନଙ୍କୁ ପରାସ୍ତ କରିଥିଲେ। ଏହି ୧୪ ରାଉଣ୍ଡର ମୁକାବିଲାକୁ ଗୁକେଶ ୭.୫-୬.୫ ପଏଣ୍ଟ ବ୍ୟବଧାନରେ ଜିତି ନେଇଥିଲେ। ଗୁକେଶଙ୍କ ଐତିହାସିକ ବିଜୟ ପରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ. ଷ୍ଟାଲିନ ତାଙ୍କୁ ବହୁ ପ୍ରଶଂସା କରିଥିଲେ। ତାଙ୍କର ବିଜୟ ଦେଶ ପାଇଁ ଗର୍ବର ବିଷୟ ବୋଲି ଷ୍ଟାଲିନ କହିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories