www.samajalive.in
Monday, December 8, 2025
14.1 C
Bhubaneswar

ଭତ୍ତା କେଳେଙ୍କାରୀ, ୬୫ଜଣଙ୍କ ନାମରେ ଏତଲା

ଆଳି: ୬୫ ଅଯୋଗ୍ୟ ହିତାଧିକାରୀଙ୍କ ନାମରେ ଏତଲା ଦାୟର କରାଯାଇଛି। ଆଳି ଥାନାରେ ୬୫ ଅଯୋଗ୍ୟ ହିତାଧିକାରୀଙ୍କ ନାମରେ ଏତଲା ଦାୟର କଲେ ଗୋଷ୍ଠୀ ଉନ୍ନୟନ ଅଧିକାରୀ(ବିଡିଓ)। ଅର୍ଗଳ ପଞ୍ଚାୟତରେ ବାର୍ଦ୍ଧକ୍ୟ ଭତ୍ତା କେଳେଙ୍କାରୀ ଅଭିଯୋଗରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ୬୫ ଅଯୋଗ୍ୟ ହିତାଧିକାରୀଙ୍କ ନାମରେ ଏତଲା ଦାୟର କରିଛନ୍ତି। ୭ ମାସର ଭତ୍ତା ଟଙ୍କା ଫେରାଇବା ସହ କାର୍ଯ୍ୟାନୁଷ୍ଠାନ ପାଇଁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦାୟର କରିଥିବା ଏତଲାରେ ଦର୍ଶାଇଛନ୍ତି। ଭୋଟର ଆଇଡି ଓ ଆଧାର କାର୍ଡ ଜାଲିଆତି କରି ଭତ୍ତା ହାତେଇଥିବା ସୂଚନା ମିଳିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories