www.samajalive.in
Sunday, December 14, 2025
26.1 C
Bhubaneswar

ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଜବତ

ରେଙ୍ଗାଲିକ୍ୟାମ୍ପ: ସମ୍ବଲପୁର ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଦେବାହାଲ ନିକଟ ରେଳଧାରଣାରୁ ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଯୁବକଙ୍କ ପରିଚୟ ମିଳିନାହିଁ। ବୟସ ପ୍ରାୟ ୨୫ରୁ ୩୦ ବର୍ଷ ମଧ୍ୟ​‌ରେ ହେବ। ଜିଆରପି ଏଏସଆଇ ଜୋତ୍ସ୍ନାରାଣୀ ମହାନ୍ତି ସଦଳବଳ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବଦ କରିଛନ୍ତି। ଟ୍ରେନରେ କଟି ଯୁବକଙ୍କ ମୃତ୍ୟୁ ଘଟିଥିବା ପୁଲିସ ଅନୁମାନ କରୁଛି। ମୃତଦେହ ବ୍ୟବଚ୍ଛେଦ ପାଇଁ ବୁର୍ଲା ଡାକ୍ତରଖାନାକୁ ପଠାଇ ଦିଆଯାଇଛି। ଯୁବକ ଜଣକ ଆତ୍ମହତ୍ୟା କରିଛନ୍ତି କି ଘଟଣା ପଛରେ ଅନ୍ୟ କୌଣସି ରହସ୍ୟ ରହିଛି ସେ ଦିଗରେ ପୁଲିସ ତଦନ୍ତ ଚଳାଇଛି।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories