www.samajalive.in
Monday, December 15, 2025
14.1 C
Bhubaneswar

ଜେଲ୍‌ରୁ ଫେରି ଏମିତି କହିଲେ ଅଲ୍ଲୁ ଅର୍ଜୁନ

ତେଲଙ୍ଗାନା : ଜେଲ୍‌ରୁ ଫେରିଲେ ସାଉଥ୍‌ସୁପରଷ୍ଟାର ଅଲ୍ଲୁ ଅର୍ଜୁନ । ଜେଲରୁ ବାହାରିବା ପରେ ଅଲ୍ଲୁ ଅର୍ଜୁନ ପ୍ରତିକ୍ରିୟା ଦେଇଛନ୍ତି । ସମର୍ଥନ ପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ଅଲ୍ଲୁ ଅର୍ଜୁନ । କହିଲେ ମୁଁ ଭଲ ଅଛି, ବ୍ୟସ୍ତ ହେବାର କିଛି ନାହିଁ । ଆଇନକୁ ସମ୍ମାନ ଦିଏ, ସମସ୍ତ ପ୍ରକାର ସହଯୋଗ କରିବି । ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ସହ କ୍ଷମା ମାଗିଛନ୍ତି । ‘ଦୁର୍ଭାଗ୍ୟବଶତଃ ଏପରି ଘଟଣା ହୋଇଛି, ଏଥିପାଇଁ କ୍ଷମା ମାଗୁଛୁ । ସମ୍ପୃକ୍ତ ପରିବାର ପାଇଁ ଯାହା ଆବଶ୍ୟକ ସବୁ କରିବେ ବୋଲି ସେ କହିଛନ୍ତି । ୨୦ ବର୍ଷ ହେବ ଫିଲ୍ମ ଦେଖିବାକୁ ଯାଉଛି, ପୂର୍ବରୁ ଏପରି ହୋଇନଥିଲା ।
ସୂଚନାନୁଯାୟୀ,ଡିସେମ୍ବର ୪ରେ ହୋଇଥିବା ଦଳାଚକଟାରେ ଜଣେ ୩୫ ବର୍ଷିୟ ମହିଳାଙ୍କ ମୃତ୍ୟୁ ଘଟିବା ସହ ତାଙ୍କ ପୁଅ ଗୁରୁତର ଆହତ ହୋଇଥିଲେ। ଏହି ଘଟଣାରେ ଅଲ୍ଲୁ ଅର୍ଜୁନ ଏବଂ ଥିଏଟର ମ୍ୟାନେଜମେଣ୍ଟ ବିରୋଧରେ ମାମଲା ରୁଜୁ କରିଥିଲା ପୁଲିସ।

ପାହାଳ ଡୁପ୍ଲେକ୍ସରୁ ୪୦ ଲକ୍ଷର ସୁନାଗହଣା ଲୁଟି ନେଲେ..

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories