www.samajalive.in
Friday, December 12, 2025
14.1 C
Bhubaneswar

ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଡ୍ରାଇଭରଙ୍କୁ ସିବିଆଇ ଜେରା

ଭୁବନେଶ୍ୱର: ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଡ୍ରାଇଭରଙ୍କୁ ସିବିଆଇ ଜେରା କରିଛି। ସିବିଆଇ ଜେରା ପରେ ଆଇଏଏସ ବିଷ୍ଣୁପଦଙ୍କ ଡ୍ରାଇଭର ନୃସିଂହଙ୍କ ପ୍ରତିକ୍ରିୟା ରଖି କହିଛନ୍ତି ଯେ ସାରଙ୍କ ବାବଦରେ ସିବିଆଇ ପଚାରିଥିଲେ। ଡ୍ୟୁଟି ପରେ କେଉଁଆଡ଼େ ଯାଆନ୍ତି, କାହାସହ ମିଶନ୍ତି ପଚାରିଲେ। ୭ ତାରିଖ ସନ୍ଧ୍ୟାରେ କେଉଁଠାରେ ଥିଲେ ପଚାରିଥିଲେ। ମୋ ସହ ଆଉ ୨ଜଣଙ୍କୁ ମଧ୍ୟ ଜେରା କରିଛି ସିବିଆଇ। ମୋର କୌଣସି ସମ୍ପୃକ୍ତି ନାହିଁ, ଯାହା ଜାଣିଛି କହିଛି ବୋଲି ଆଇଏଏସ ବିଷ୍ଣୁପଦଙ୍କ ଡ୍ରାଇଭର ନୃସିଂହ ପ୍ରକାଶ କରିଛନ୍ତି ।

Hot this week

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

Related Articles

Popular Categories