www.samajalive.in
Monday, December 8, 2025
27.1 C
Bhubaneswar

କଟକରେ ଜଳିଗଲା ‘ମୋ ବସ’, ସବୁ ଯାତ୍ରୀ ସୁରକ୍ଷିତ ଉଦ୍ଧାର

ଭୁବନେଶ୍ୱର: କଟକ ମଧୁପାଟଣା ଛକ ନିକଟରେ ‘ମୋ ବସ’ ଜଳିଗଲା। ଭୁବନେଶ୍ୱରରୁ କଟକ ଫେରୁଥିବାବେଳେ ମଧୁପାଟଣା ଛକ ନିକଟରେ ‘ମୋ ବସ’ଟି ଜଳିଯାଇଥିବା ସୂଚନା ମିଳିଛି। ‘ମୋ ବସ’ରେ ନିଆଁ ଲାଗିଥିବା ଜଣାପଡ଼ିବା ପରେ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।

ଖବର ପାଇ ତତ୍କାଳ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରାଯିବାକୁ ଉଦ୍ୟମ ଆରମ୍ଭ କରିଥିଲେ। ନିଆଁ ଲିଭାଇବାକୁ ଅଗ୍ନିଶମ ବାହିନୀ ଆୟତ୍ତ କରିବାକୁ ପ୍ରୟାସ ଜାରି ରଖିଛି। ‘ମୋ ବସ’ର ବିଭିନ୍ନ ଅଂଶ ଓ ଭିତର ପାଶ୍ୱର୍ ପୋଡ଼ି ଯାଇଥିବା ସୂଚନା ମିଳିଛି। ‘ମୋ ବସ’ରେ କିଭଳି ନିଆଁ ଲାଗିଲା ତାହାର କାରଣ ସ୍ପଷ୍ଟ ହୋଇନାହିଁ।

Hot this week

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

Related Articles

Popular Categories