www.samajalive.in
Monday, December 8, 2025
24.1 C
Bhubaneswar

କଟକ ବାଲିକୁଦା ଅଞ୍ଚଳରେ ସିରିଜ କାର ଦୁର୍ଘଟଣା

କଟକ : କଟକ ବାଲିକୁଦା ଅଞ୍ଚଳରେ ସିରିଜ କାର ଦୁର୍ଘଟଣା ଘଟିଛି। ୫ଟି କାର ପଛକୁ ପଛ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରଥମ କାରଟି ହଠାତ୍ ବ୍ରେକ୍ ମାରିବାରୁ ପଛରେ ଥିବା ଆଉ ୪ଟି କାର ପଛକୁ ପଛ ଆସି ପିଟି ହୋଇଥିଲେ, ଯାହା ଫଳରେ କାରଗୁଡ଼ିକ କ୍ଷତିଗ୍ରସ୍ତ ହୋଇଥିବା ବେଳେ କାରଗୁଡ଼ିକରେ ଥିବା ଯାତ୍ରୀମାନେ ସାମାନ୍ୟ ଆହତ ହୋଇଥିଲେ। ଘଟଣା ସ୍ଥଳରୁ ଦୁର୍ଘଟଣା ଘଟାଇଥିବା ପ୍ରଥମ କାରଟି ଚାଲିଯାଇଥିବା ବେଳେ ଅନ୍ୟ କାରଗୁଡ଼ିକୁ ଅଟକ ରଖି ସଦର ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories