www.samajalive.in
Wednesday, December 10, 2025
16.1 C
Bhubaneswar

OYO ହୋଟେଲ ଛାତରୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା !

ସମାଜ ଡିଜିଟାଲ ଡେସ୍କ: ବାନ୍ଧବୀଙ୍କ ସହିତ କଳି ପରେ OYO ହୋଟେଲ ଛାତରୁ ଡେଇଁ ଆତ୍ମହତ୍ୟା କରିଛନ୍ତି ଜଣେ ଯୁବକ। ରାଜଧାନୀ ଭୁବନେଶ୍ଵରରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି। ଭରତପୁର ଥାନା ଅଞ୍ଚଳରେ ଥିବା ଏକ OYO ହୋଟେଲରେ ଏହି ଘଟଣା ଘଟିଛି। ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହା ସହିତ ସମ୍ପୃକ୍ତ ମହିଳାଙ୍କୁ ପୁଲିସ ପକ୍ଷରୁ ନୋଟିସ ଜାରି କରାଯାଇଛି। ଯଥାଶୀଘ୍ର ଥାନାରେ ହାଜର ହେବା ଲାଗି ମହିଳାଙ୍କୁ ନୋଟିସରେ କୁହାଯାଇଥିବା ସୂଚନା ମିଳିଛି।

Hot this week

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

Related Articles

Popular Categories