www.samajalive.in
Sunday, December 14, 2025
19.1 C
Bhubaneswar

୭ ଲୁଟେରା ଗିରଫ, ଶ୍ରୀମନ୍ଦିରରେ ଭକ୍ତଙ୍କୁ କରୁଥିଲେ ଟାର୍ଗେଟ

ପୁରୀ: ପୁରୀ ଶ୍ରୀମନ୍ଦିରରୁ ୭ଜଣ ଆନ୍ତଃରାଜ୍ୟ ଲୁଟେରା ଗିରଫ ହୋଇଛନ୍ତି। ନାଟମଣ୍ଡପ ସିସିଟିଭି ଯାଞ୍ଚ ପରେ ୪ ମହିଳା ଓ ୩ ପୁରୁଷ ଗିରଫକୁ ପୁଲିସ ଗିରଫ କରିଛି। ସେମାନଙ୍କ ନିକଟରୁ ୨୨ ଗ୍ରାମର ସୁନା ଚେନ, କାର, ୪ ମୋବାଇଲ ଏବଂ ୪ ହଜାର ଟଙ୍କା ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନେ ପଶ୍ଚିମବଙ୍ଗ ହୁଗୁଳିର ହୋଇଥିବାବେଳେ ସେମାନେ ବଳିଆପଣ୍ଡାରେ ରହୁଥିଲେ ଏବଂ ଶ୍ରୀମନ୍ଦିରରେ ଭକ୍ତଙ୍କୁ ଟାର୍ଗେଟ କରୁଥିଲେ ବୋଲି ପୁଲିସ ସୂଚନା ଦେଇଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories