www.samajalive.in
Saturday, December 13, 2025
21.1 C
Bhubaneswar

ପଦ୍ମ ଧରିଲେ ଜୟପୁର ବ୍ଲକ ଅଧ୍ୟକ୍ଷା ତିଳୋତ୍ତମା ମୁଦୁଲି

ଭୁବନେଶ୍ୱର : ବିଜେଡି ଛାଡି ବିଜେପିରେ ମିଶିଲେ ଜୟପୁର ବ୍ଲକ ଅଧ୍ୟକ୍ଷା ତିଳୋତ୍ତମା ମୁଦୁଲି । ଏହାସହ ୧୪ ସରପଞ୍ଚ, ସମିତି ସଭ୍ୟଙ୍କ ସହ ଶତାଧିକ ସମର୍ଥକ ମଧ୍ୟ ସାମିଲ ହୋଇଥିବା ଜଣାପଡିଛି । ରାଜ୍ୟ କାର୍ଯ୍ୟାଳୟରେ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସାମିଲ ହୋଇଛନ୍ତି ।

ଡିସେମ୍ବର ୧୬ରୁ ବୁଧଙ୍କ ସିଧା ଚଳନ; ଏହି ୫ ରାଶି ହେବେ ଭାଗ୍ୟଶାଳୀ, ମିଳିବ ଧନ,କିଣିବେ ଭୂମି,ଯାନ..

ଦେଖନ୍ତୁ ଭିଡିଓ; ଭାଗ୍ୟବାନ୍‌ ଯୁବକ, ଚଳନ୍ତା ଟ୍ରାକ୍ଟର ଚଳ ତଳୁ କେମିତି ବଞ୍ଚିଲା ଜୀବନ..

- Advertisement -

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories