www.samajalive.in
Tuesday, December 9, 2025
16.1 C
Bhubaneswar

ଭୁବନେଶ୍ଵର ନୁହେଁ ଦିଲ୍ଲୀ ସିବିଆଇରେ ହାଜର ହେବେ ବିଷ୍ଣୁପଦ !

ଭୁବନେଶ୍ଵର: ଦିଲ୍ଲୀରେ ହାଜର ହୋଇପାରନ୍ତି ଆଇଏଏସ୍ ବିଷ୍ଣୁପଦ ସେଠୀ । ଦିଲ୍ଲୀରେ ହାଜର ନେଇ ବିଷ୍ଣୁପଦ ଚିଠି ଲେଖିଥିବା ସୂଚନା ମିଳିଛି। ତଦନ୍ତରେ ସହଯୋଗ କରି ସେ ସମସ୍ତ ତଥ୍ୟ ରଖିବେ । ହେଲେ ଭୁବନେଶ୍ଵର ନୁହେଁ ଦିଲ୍ଲୀରେ ହାଜର ପାଇଁ ସେ ଚିଠି ଲେଖିଥିବା ଜଣାପଡିଛି। ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀ ର ଜିଜିଏମଙ୍କ ସହ ୧୫ ଲକ୍ଷ ଟଙ୍କା କାରବାର ମାମଲା​‌ରେ ବିଷ୍ଣୁପଦଙ୍କୁ ସିବିଆଇ ସମନ କରିଛି। ୧୦ ତାରିଖରେ ସମନ ଜାରି ହୋଇଥିବାବେଳେ ୧୧ ତାରିଖରେ ହାଜର ପାଇଁ କୁହାଯାଇଥିଲା। ତେବେ ଏହାରି ମଧ୍ୟରେ ବିଷ୍ଣୁପଦଙ୍କ ୩ ଡ୍ରାଇଭରଙ୍କୁ ସିବିଆଇ ଜେରା କରିସାରିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories