www.samajalive.in
Sunday, December 7, 2025
26.1 C
Bhubaneswar

ସପ୍ତାହିକ ହାଟରୁ ଅଧାପୋଡା ମୃତଦେହ ଉଦ୍ଧାର

କରଞ୍ଜିଆ : ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଥାନା ଅଞ୍ଚଳରେ  ଅଭାବନୀୟ ଘଟଣା ଘଟିଛି। କେନ୍ଦୁଜିଆଣି ସାପ୍ତାହିକ ହାଟରୁ ଅର୍ଦ୍ଧ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କର ପରିଚୟ ମିଳିପାରିନାହିଁ। ଆଜି ସକାଳୁ କିଛି ସ୍ଥାନୀୟ ଲୋକ ହାଟକୁ କୌଣସି କାମରେ ଆସିଥିବାବେଳେ ଏକ ଅଧାପୋଡା  ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ । ପରେ ଏ ନେଇ ଠାକୁରମୁଣ୍ଡା ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ କୁ ଜବତ କରି ଅଧିକ ଛାନଭିନ୍ ଜାରି ରଖିଛି। କେହି ଦୁର୍ବୁତ୍ତ ହତ୍ୟା କରି ମୃତଦେହ ପୋଡି ଦେଇଥିବା ସନ୍ଦେହ କରାଯାଉଛି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories