www.samajalive.in
Monday, December 8, 2025
27.1 C
Bhubaneswar

ନ୍ୟୁଜିଲାଣ୍ଡ ଯାତ୍ରା କଲେ ପାଣ୍ଡ୍ୟା

ନୂଆଦିଲ୍ଲୀ : ଏକ ଟେଲିଭିଜନ୍ କାର୍ଯ୍ୟକ୍ରମରେ ଅରୁଚିକର ମନ୍ତବ୍ୟ ଦେଇ ନିଲମ୍ବିତ ହୋଇଥିଲେ ଭାରତୀୟ କ୍ରିକେଟର୍‌ ହାର୍ଦିକ ପାଣ୍ଡ୍ୟା ଓ କେଏଲ୍‌ ରାହୁଲ। ତେବେ ଗୁରୁବାର କ୍ରିକେଟ୍‌ ପ୍ରଶାସକ କମିଟି (ସିଓଏ) ଦୁଇ କ୍ରିକେଟର୍‌ଙ୍କ ଉପରୁ ନିଲମ୍ବନ ଉଠାଇ ଦେଇଥିଲା। ନିଲମ୍ବନ ଆଦେଶ ଉଠିବା ପରେ ହାର୍ଦିକ ନ୍ୟୁଜିଲାଣ୍ଡ ଅଭିମୁଖେ ଯାତ୍ରା କରିଛନ୍ତି। ସେ ଭାରତୀୟ ଦଳ ସହ ଯୋଗ ଦେବେ। ଅନ୍ୟପକ୍ଷରେ କେଏଲ୍‌ ରାହୁଲ ଭାରତ ଏ’ ଦଳରେ ସାମିଲ ହୋଇ ଇଂଲଣ୍ଡ ଲାୟନ୍‌ସ ବିପକ୍ଷରେ ଶେଷ ୩ଟି ଦିନିକିଆ ମ୍ୟାଚ୍‌ରେ ଖେଳିବେ।

Hot this week

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

Related Articles

Popular Categories