www.samajalive.in
Saturday, December 13, 2025
14.1 C
Bhubaneswar

ଓଡ଼ିଶାରୁ କମଳା ପୁଜାରୀ, ଡି. ପ୍ରକାଶ ରାଓ, ଦୈତାରୀ ନାୟକ ; ନବୀନଙ୍କ ଭଉଣୀ ଗୀତା ମେହେଟାଙ୍କୁ ମଧ୍ୟ ପଦ୍ମଶ୍ରୀ

ନୂଆଦିଲ୍ଳୀ : ଗଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟାରେ ଶୁକ୍ରବାର ‌ ଚଳିତ ବର୍ଷର ପଦ୍ମ ପୁରସ୍କାରର ଘୋଷଣା କରାଯାଇଛି। ‌ ଚଳିତ ବର୍ଷ ୪ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ପଦ୍ମ ବିଭୂଷଣ, ୧୪ ଜଣଙ୍କୁ ପଦ୍ମ ଭୂଷଣ ଓ ୯୪ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯିବ।

ଚଳିତ ବର୍ଷ ୩ଜଣ ଓଡ଼ିଆ ପଦ୍ମଶ୍ରୀ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି।  ସେମାନେ ହେଉଛନ୍ତି ଦୈତାରୀ ନାୟକ, କମଳା ପୂଜାରୀ ଓ ଡି.ପ୍ରକାଶ ରାଓ । ଏମାନଙ୍କ ବ୍ୟତୀତ ପ୍ରବାସୀ ଭାରତୀୟ ତଥା ବିଶିଷ୍ଟ ଲେଖକ ଗୀତା ମେହେଟାଙ୍କୁ ମଧ୍ୟ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯିବ। ଦୈତାରୀ ନାଏକଙ୍କୁ ସମାଜସେବା, କମଳା ପୂଜାରୀଙ୍କୁ କୃଷି ଏବଂ ଡି. ପ୍ରକାଶ ରାଓଙ୍କୁ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଏହି ସମ୍ମାନ ପ୍ରଦାନ କରାଯିବ।

- Advertisement -

ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ ଗୀତା ମେହେଟାଙ୍କୁ ସାହିତ୍ୟ ଓ ଶିକ୍ଷା ପାଇଁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି। ସେ ପ୍ରବାସୀ ଭାରତୀୟ ଭାବେ ଏହି ପଦ୍ମଶ୍ରୀ ସମ୍ମାନ ପାଇବେ।

Hot this week

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

Related Articles

Popular Categories