www.samajalive.in
Monday, December 15, 2025
27.1 C
Bhubaneswar

କୃଷିବୀତ କମଳା ପୂଜାରୀ ଅସୁସ୍ଥ

ଜୟପୁର : ବିଶିଷ୍ଟ କୃଷିବୀତ ଶ୍ରୀମତୀ କମଳା ପୂଜାରୀ ସମ୍ମାନଜନକ ପଦ୍ମଶ୍ରୀ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ତେବେ ଶୁକ୍ରବାର ସାନ୍ଧ୍ୟରେ ରକ୍ତ ଚ।ପ ଜନିତ ସମସ୍ୟାରେ  ଅସୁସ୍ଥ  ହୋଇ ପଡିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଚିକିତ୍ସାଳୟରେ ଭର୍ତି କରାଯାଇଛି।

ହେଲେ ବର୍ତ୍ତମାନ ସେ ସୁସ୍ଥ ଥିବା ଡାକ୍ତର କହିଛନ୍ତି।

Hot this week

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

Related Articles

Popular Categories