www.samajalive.in
Thursday, December 11, 2025
18.1 C
Bhubaneswar

ମଧ୍ୟାହ୍ନ ଭୋଜନ ଅଣ୍ଡା ଚୋରି କରୁଛନ୍ତି ବିଦ୍ୟାଳୟ ଅଧ୍ୟକ୍ଷ, ଭିଡିଓ ଭାଇରାଲ

ବୈଶାଳୀ : ବିହାରର ବୈଶାଳୀରୁ ଏକ ଅଜବ ମାମଲା ସାମ୍ନାକୁ ଆସିଛି । ଲାଲଗଞ୍ଜର ରିଖର ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ସୁରେଶ ସାହାଣୀ ନିଜ ଛାତ୍ରଛାତ୍ରୀଙ୍କ ଅଣ୍ଡା ଚୋରି କରିନେଇଛନ୍ତି । ଅଣ୍ଡା ଚୋରି କରିବା ସମୟର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି ।

- Advertisement -

ଅଭିଯୋଗ ଅନୁସାରେ ସେ ଅନେକ ସମୟରେ ଏମିତି କରନ୍ତି । ତେବେ ଏଥର ତାଙ୍କ ଭିଡିଓ ଭାଇରାଲ ହୋଇଛି । ଅନ୍ୟପଟେ ନିର୍ଦ୍ଧାରିତ ଭୋଜନ ସଠିକ୍ ରୂପେ ମିଳୁନଥିବା ଛାତ୍ରଛାତ୍ରୀ ଅଭିଯୋଗ ଆଣିଛନ୍ତି ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

Related Articles

Popular Categories