www.samajalive.in
Thursday, December 11, 2025
18.1 C
Bhubaneswar

ସହକାରୀ ଜିଲାପାଳ ନିଲମ୍ବିତ

ଭୁବନେଶ୍ବର : ଜଗତସିଂହପୁର ଜିଲାର ସହକାରୀ ଜିଲାପାଳ ଉମେଶଚନ୍ଦ୍ର ଲେଙ୍କା ନିଲମ୍ବିତ ହୋଇଛନ୍ତି । ଜଣେ କାର୍ଯ୍ୟରତ ମହିଳାଙ୍କୁ ଅସଦାଚରଣ ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୁଜାରୀ । ଏହା ସହ ମହିଳା ମାର୍ଶଲିଂ ଅଧିକାରୀଙ୍କ ଜରିଆରେ ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories