www.samajalive.in
Sunday, December 7, 2025
14.1 C
Bhubaneswar

ଆଜିଠୁ ୫ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ। ଆଜିଠୁ ୫ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀ ସହିତ ସେ ରାଜସ୍ଥାନ ଗସ୍ତ କରିବେ ବୋଲି ସୂଚନା ମିଳିଛି। ଆଜିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ସେ ରାଜସ୍ଥାନରେ ଅବସ୍ଥାନ କରିବେ। ପରେ ଦିଲ୍ଲୀରେ ହେବାକୁ ଥିବା ୫୫ତମ ଜିଏସଟି ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories