www.samajalive.in
Saturday, December 6, 2025
23.1 C
Bhubaneswar

୩ ଦିନ କମ୍‌ ଶୀତ : ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ୨୧ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ପାଗ ମେଘୁଆ ରହିବା ସହ କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଦକ୍ଷିଣ, ଦକ୍ଷିଣ ଉପକୂଳ ଏବଂ ଉପକୂଳବର୍ତ୍ତୀ ଜିଲାଗୁଡିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବୁଧବାର କିଛି ଅଞ୍ଚଳରେ ପବନ ବହିବା ସାଙ୍ଗକୁ କୋହଲା ପାଗ ଲାଗି ରହିଛି। ଦକ୍ଷିଣ ଓଡ଼ିଶାର କୋରାପୁଟରେ ହାଲୁକା ବର୍ଷା ହୋଇଥିବା ବେଳେ ଫୁଲବାଣୀ, ଭବାନୀପାଟଣା ଏବଂ ରାଉରକେଲାରେ କୁହୁଡ଼ି ଦୃଶ୍ୟମାନ ହୋଇଛି। ପାଗ ମେଘୁଆ ରହିବା ହେତୁ ରାତି ତାପମାତ୍ରା ପ୍ରାୟ ଅଞ୍ଚଳରେ ୩ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଉଛି।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories