www.samajalive.in
Tuesday, December 9, 2025
26.1 C
Bhubaneswar

ଶ୍ରୀମନ୍ଦିରରେ ନୂଆବର୍ଷରୁ ନୂଆ ଦର୍ଶନ ବ୍ୟବସ୍ଥା- ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ: ଶ୍ରୀମନ୍ଦିରରେ ନୂଆବର୍ଷରୁ ନୂଆ ଦର୍ଶନ ବ୍ୟବସ୍ଥା,ନୂଆବର୍ଷରୁ ନାଟମଣ୍ଡପରେ ନୂଆ ଦର୍ଶନ ବ୍ୟବସ୍ଥା ହେବ । ଏନେଇ ଗୁରୁବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ପକ୍ଷରୁ ସୂଚନା ମିଳିଛି । ସ୍ୱତନ୍ତ୍ର ବ୍ୟାରିକେଡ୍‌ ଯୋଗେ ନୂଆବର୍ଷରୁ ଶ୍ରୀଜୀଉଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ। ଏନେଇ ଓବିସିସି କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରାଯାଇଛି। ଶ୍ରୀମନ୍ଦିରରେ ବିଶୃଙ୍ଖଳିତ ଆଚରଣ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହାସହ ଆନନ୍ଦ ବଜାରରେ ଆହୁରି ଶୃଙ୍ଖଳା ଆସିବ କହିଲେ ଅରବିନ୍ଦ ପାଢୀ। ସ୍ୱତନ୍ତ୍ର ବ୍ୟାରିକେଡ୍‌ ଦ୍ୱାରା ଧାଡି ଦର୍ଶନ ବ୍ୟବସ୍ଥା କରାଯିବ। ପୁରୁଷ, ମହିଳା ଶିଶୁ, ବୟସ୍କଙ୍କ ପାଇଁ ସ୍ୱତନ୍ତ୍ର ଲାଇନ ହେବ। ଏହାସହ ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ମଧ୍ୟ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା କରାଯିବ। ଏନେଇ ସେବାୟତଙ୍କ ସହ ଖୁବ୍‌ ଶୀଘ୍ର ଆଲୋଚନା ହେବ ବୋଲି ସେ କହିଛନ୍ତି ।

ବାରମ୍ବାର ବିବାହ ଭାଙ୍ଗୁଥିଲେ, ଟଙ୍କା ଅଭାବ ଲାଗି ରହୁଥିଲେ, ଗୁରୁବାର ଏହି ଉପାୟରେ ଚୁଟ୍‌କିରେ କରନ୍ତୁ ସମାଧାନ..

୨୦୨୫ରେ ୪ ଶକ୍ତିଶାଳୀ ଗ୍ରହଙ୍କ ଚଳନ; ୩ ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହେବେ ମାଲାମାଲ୍‌..

- Advertisement -

ଦେଖନ୍ତୁ ଭିଡିଓ ; ବଡି ବିଲ୍‌ଡର୍‌-ସିଂହୀ ରଶି ଲଢେଇ, କିଏ ଧୂଳି ଚଟାଇଲା କାହାକୁ..

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ କୁ ନେଇ...

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

Related Articles

Popular Categories