www.samajalive.in
Tuesday, December 9, 2025
19.1 C
Bhubaneswar

ଆଇସିସି ନିଷ୍ପତ୍ତି: ନିରପେକ୍ଷ ସ୍ଥାନରେ ହେବ ଭାରତ-ପାକିସ୍ତାନ ମଧ୍ୟରେ ମ୍ୟାଚ

ଡେସ୍କ: ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ – ଆଇସିସି ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମ୍ୟାଚ ସ୍ଥାନ ନେଇ ଆଜି ନିଷ୍ପତ୍ତି ଶୁଣାଇଛି। ନିଷ୍ପତ୍ତି ଅନୁଯାୟୀ, ୨୦୨୭ ପର୍ଯ୍ୟନ୍ତ ହେବାକୁ ଥିବା ଆଇସିସି ପ୍ରତିଯୋଗିତାରେ ଭାରତ ଓ ପାକିସ୍ତାନ ମଧ୍ୟରେ ମ୍ୟାଚ୍ ନିରପେକ୍ଷ ସ୍ଥାନରେ ଖେଳାଯିବ ବୋଲି ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ ଆଜି ସ୍ପଷ୍ଟ କରିଛି। ଆସନ୍ତା ବର୍ଷ ଫେବ୍ରୁଆରି ଓ ମାର୍ଚ୍ଚରେ ପାକିସ୍ତାନରେ ଖେଳାଯିବାକୁ ଥିବା ଚାମ୍ପିୟନ୍ସ ଟ୍ରଫିର ଭବିଷ୍ୟତକୁ ନେଇ ଦେଖାଦେଇଥିବା ଅନିଶ୍ଚିତତାର ଅନ୍ତ ଘଟିଛି।

ରାହୁଲ ଗାନ୍ଧୀ କାହାକୁ ଠେଲି ନାହାନ୍ତି, ଅନ୍ୟ ସାଂସଦଙ୍କ ଧକ୍କାରେ ପଡିଗଲେ ପ୍ରତାପ ଷଡ଼ଙ୍ଗୀ

- Advertisement -

ଏହି ନିଷ୍ପତ୍ତି ଭାରତ ଦ୍ୱାରା ଆୟୋଜିତ ଆଇସିସି ମହିଳା କ୍ରିକେଟ ବିଶ୍ୱକପ୍ ୨୦୨୫ ଏବଂ ଭାରତ ଓ ଶ୍ରୀଲଙ୍କା ଦ୍ୱାରା ଆୟୋଜିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ଉପରେ ମଧ୍ୟ ଲାଗୁ ହେବ।

Hot this week

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories