ଡିସେମ୍ବର ୨୩ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି
ଭୁବନେଶ୍ୱର: ଆଗାମୀ ଡିସେମ୍ବର ୨୩ ତାରିଖ(ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ ।ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ସରକାରୀ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଡିସେମ୍ବର୨୩ରେ ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ ଏବଂ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଜରିଆରେ ଜଣାଇ ଦିଆଯିବ ବୋଲି ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Comments are closed.