www.samajalive.in
Monday, December 8, 2025
27.1 C
Bhubaneswar

ରବିବାର କମିବ ବର୍ଷା କିନ୍ତୁ ଏହି ଜିଲାରେ ବର୍ଷିବ; ହେବ କୁହୁଡି, ୨୨ରୁ ବଢିବ ଶୀତ

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ସ୍ଥାନରେ ଲାଗି ରହିଛି କୋହଲା ପାଗ ସହ ତୁହାକୁ ତୁହା ବର୍ଷା । ରବିବାର ଡିସେମ୍ବର ୨୨ ତାରିଖରୁ କମିବ ବର୍ଷା ମାତ୍ର ଜାରି ରହିବ କୋହଲା ପାଗ । ଏନେଇ ଶନିବାର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ମାତ୍ର ଦକ୍ଷିଣ ଉପକୂଳ ଜିଲାରେ କାଲି ମଧ୍ୟ ବର୍ଷିବ । ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡାରେ କାଲି ମଧ୍ୟ ବର୍ଷା ହେବ । ଏହାସହ ଆସନ୍ତା ୪୮ ଘଣ୍ଟାରେ ଘନ କୁହୁଡିର ମଧ୍ୟ ସମ୍ଭାବନା ରହିଛି । ଦିନ ତାପମାତ୍ରା କମିଥିବା ବେଳେ ରାତି ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହିଥିବା ରେକର୍ଡ କରାଯାଇଛି ।
ସେହିପରି ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ, ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି।  ପରେ ପାରଦ ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ । ଫଳସ୍ବରୂପ ଶୀତ ବଢିବ।

୧୦୦ ବର୍ଷ ପରେ.. ନୂଆବର୍ଷରେ ଶନି-ସୂର୍ଯ୍ୟଙ୍କ ଦୁର୍ଲ୍ଲଭ ଯୋଗ ; ଏହି ୩ ରାଶି ହେବେ ମାଲାମାଲ, ବଢିବ ଦରମା, କିଣିବେ ଜମି..

- Advertisement -

ଅବପାତରେ ପରିଣତ ଲଘୁଚାପ ; ରବିବାର ସକାଳ ଯାଏଁ ଏହି ଜିଲାରେ ବର୍ଷିବ..

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories