www.samajalive.in
Tuesday, December 9, 2025
15.1 C
Bhubaneswar

ବଡ଼ ସଫଳତା ; ୩ ଖଲିସ୍ତାନୀ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ : ଉତ୍ତରପ୍ରଦେଶର ପିଲିଭିତ୍‌ ଜିଲାରେ ଉତ୍ତରପ୍ରଦେଶ ଓ ପଞ୍ଜାବ ପୁଲିସକୁ ସୋମବାର ବଡ ସଫଳତା ମିଳିଛି । ଉତ୍ତରପ୍ରଦେଶ ଓ ପଞ୍ଜାବ ପୁଲିସ ଗୁଳିବିନିମୟରେ ୩ ଖଲିସ୍ତାନୀ ଆତଙ୍କବାଦୀ ନିହତ ହୋଇଛନ୍ତି । ଘଟଣାସ୍ଥଳରୁ ୨ଟି ଏକେ-୪୭ ଓ ୨ଟି ପିସ୍ତଲ ଜବତ କରାଯାଇଛି । ଏହି ଆତଙ୍କବାଦୀମାନେ ପଞ୍ଜାବର ଏକ ଥାନା ଉପରେ ଆକ୍ରମଣ କରିଥିଲେ ।
ପଞ୍ଜାବ ଏବଂ ୟୁପି ପୁଲିସର ମିଳିତ ଟିମ୍ ପୁରନପୁର ଅଞ୍ଚଳରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ସୋମବାର ପୂର୍ବାହ୍ନ ପ୍ରାୟ ୫ ଟାରେ ପୁରନପୁର ଅଞ୍ଚଳର ହରଦୋଇ ଶାଖା କେନାଲ ନିକଟରେ ଏହି ଏନକାଉଣ୍ଟର ହୋଇଥିଲା।

ଆଉ ମାତ୍ର ୫ ଦିନ.. ଶୁକ୍ରଙ୍କ ଚଳନ : ଏହି ରାଶିଙ୍କୁ କରିବେ ଭାଗ୍ୟଶାଳୀ, ମିଳିବ ହଠାତ୍‌ ଧନ, ସନ୍ତାନ ସୁଖ, ହେବ ବିବାହ..

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories