www.samajalive.in
Tuesday, December 9, 2025
26.1 C
Bhubaneswar

ଏହି କାରଣରୁ ଭୁଶୁଡି ପଡିଥିଲା କୋଠା, ସାମ୍ନାକୁ ଆସିଲା ଭିଡ଼ିଓ

ସମାଜ ଡିଜିଟାଲ ଡେସ୍କ: ପଂଜାବର ମୋହାଲିରେ ଏକ ୪ ମହଲା କୋଠା ଭୁଶୁଡି ୨ ଜଣଙ୍କ ମୃତ୍ୟୁ ଘଟିଥିଲା l ସମାଜ ଡିଜିଟାଲ ଡେସ୍କ: ପଂଜାବର ମୋହାଲିରେ ଏକ ୩ ମହଲା କୋଠା ଭୁଶୁଡି ୨ ଜଣଙ୍କ ମୃତ୍ୟୁ ଘଟିଥିଲା l ତେବେ ଘଟଣା ପୂର୍ବର ଦୃଶ୍ୟ ଏବେ ସାମ୍ନାକୁ ଆସିଛି l କୋଠା ଭୁଶୁଡିବା ଆଗରୁ କିପରି ଦୋହଲିବା ସହିତ ଗୋଟିଏ ପାର୍ଶ୍ୱକୁ ଢଳିଯାଇଥିଲା, ତାହାର ଏଜ ଭିଡ଼ିଓ ସାମାଜିକ ଗଣମାଧ୍ୟମରେ ପ୍ରଘଟ ହେଉଛି l କୋଠଠାରୁ କିଛି ଦୂରରେ ଛିଡା ହୋଇଥିବା ଜଣେ ବ୍ୟକ୍ତି ନିଜ ମୋବାଇଲ ଫୋନରେ ଏହି ଦୃଶ୍ୟକୁ ରେକର୍ଡ କରିଛନ୍ତି l ଏହି ଘଟଣାର ମାଜିଷ୍ଟ୍ରେଟସ୍ତରୀୟ ତଦନ୍ତ ନିର୍ଦେଶ ଦିଆଯାଇଛି l ପ୍ରାଥମିକ ତଦନ୍ତରୁ ଜଣାଯାଇଛି ଯେ ଉକ୍ତ କୋଠା ନିକଟରେ ଅନ୍ୟ ଜଣେ ବ୍ୟକ୍ତିଙ୍କ ଜାଗା ରହିଥିଲା l ତାହାର ମାଲିକ ଘର ନିର୍ମାଣ ପାଇଁ କୋଠା ନିକଟରେ ଗର୍ତ୍ତ ଖୋଳୁଥିବାବେଳେ ଏହି କୋଠାଟି ଭୁଶୁଡି ପଡିଥିଲା l

Hot this week

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

Related Articles

Popular Categories