www.samajalive.in
Sunday, December 14, 2025
23.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶା ଆସିବାକୁ ନିମନ୍ତ୍ରଣ,ରାଜ୍ୟର ବିକାଶ ସମ୍ବଳିତ ବହୁ ପ୍ରସଙ୍ଗ ବିଷୟରେ ଆଲୋଚନା

ନୂଆଦିଲ୍ଲୀ : ଆଗାମୀ ପ୍ରବାସୀ ଭାରତୀୟ ଦିବସ ଏବଂ ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିମନ୍ତ୍ରଣ କରିଛନ୍ତି। ଦିଲ୍ଲୀଗସ୍ତ ଅବସରରେ ସୋମବାର ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟି ଓଡ଼ିଶା ଆସିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଅନୁରୋଧ କରିଥିଲେ। ଉଭୟ ନେତାଙ୍କ ମଧ୍ୟରେ ରାଜ୍ୟର ବିକାଶ ସମ୍ବଳିତ ବହୁ ପ୍ରସଙ୍ଗ ବିଷୟରେ ଆଲୋଚନା ହୋଇଥିବା ଜଣାପଡ଼ିଛି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories