www.samajalive.in
Saturday, December 13, 2025
26.1 C
Bhubaneswar

ରାଜଧାନୀରୁ ହଟିବେ ସମସ୍ତ ଉଠା ଦୋକାନୀ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରୁ ହଟିବେ ସମସ୍ତ ଉଠା ଦୋକାନୀ। ୫୫ଟି ରାସ୍ତାରୁ ସ୍ଥାୟୀ ଭାବେ ହଟିବେ ଉଠା ଦୋକାନୀ । ସମୂହ ସଫେଇ କାର୍ଯ୍ୟକ୍ରମ ବେଳେ ଏନେଇ ମଙ୍ଗଳବାର ମେୟର ସୂଚନା ଦେଇଛନ୍ତି । ଉଠା ଦୋକାନୀକୁ ହଟାଇ ସ୍ଥାୟୀ ଭେଣ୍ଡିଂ ଜୋନ୍‌ ଦିଆଯିବ ବୋଲି ମେୟର ସୁଲୋଚନା ଦାସ କହିଛନ୍ତି। ସିଆରପି ଛକରେ ସମୂହ ସଫେଇ କାର୍ଯ୍ୟକ୍ରମ ସମୟରେ ରାସ୍ତା କଡରେ ଥିବା ଉଠା ଦୋକାନୀଙ୍କୁ ବିଭିନ୍ନ କଥା ପଚାରି ବୁଝିଛନ୍ତି ମେୟର । ଏହାସହ ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ସଜେଇ ହୋଇଛି ରାଜଧାନୀ । ଏହାକୁ ଦୃଷ୍ଟିରେ ରଖି ରାଜଧାନୀର ସମସ୍ତ ସ୍ଥାନକୁ ସ୍ୱଚ୍ଛ ରଖିବା ପାଇଁ ବିଏମ୍‌ସି ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି । ଏହାସହ ଦୋକାନ ରେଜିଷ୍ଟର କରିଥିବା ଦୋକାନୀ ଭେଣ୍ଡିଂ ଜୋନ୍‌ରେ ସ୍ଥାନ ପାଇବେ ଓ ଦୋକାନ ପାଖ ସଫା ରଖିବାକୁ ମଧ୍ୟ ମେୟର ନିର୍ଦ୍ଦେଶ ଦେଇଛନ୍ତି ।

ନୂଆବର୍ଷ ୨୦୨୫ରେ କେତୁ ଚଳନ; ଏହି ୩ ରାଶିଙ୍କୁ କରିବେ ମାଲାମାଲ୍‌..

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories