www.samajalive.in
Sunday, December 7, 2025
18.1 C
Bhubaneswar

୩୧ରୁ ବଜେଟ ଅଧିବେଶନ ; ୩୦ରେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ : ଆସନ୍ତା ୩୧ତାରିଖ ଠାରୁ ପାର୍ଲାମେଣ୍ଟର ବଜେଟ ଅଧିବେଶନ ପୂର୍ବରୁ ଲୋକସଭା ବାଚସ୍ପତି ସୁମିତ୍ରା ମହାଜନ ବୁଧବାର ୩୦ ତାରିଖ ଦିନ ଏକ ସର୍ବଦଳୀୟ ବୈଠକ ଡକାଇଛନ୍ତି। ଲୋକସଭାରେ କାର୍ଯ୍ୟଧାରା ସୁଚାରୁରୂପେ ସଂପାଦନ ପାଇଁ ବିଭିନ୍ନ ରାଜନୈତିକ ଦଳର ସେ ସମର୍ଥନ ଲୋଡ଼ିବେ ବୋଲି ଆଶା କରାଯାଉଛି।
ଆସନ୍ତା ୩୧ତାରିଖ ଠାରୁ ବଜେଟ୍‍ ଅଧିବେଶନ ଆରମ୍ଭ ହେବ। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧନ ସହ ବଜେଟ୍‍ ଅଧିବେଶନ ଆରମ୍ଭ ହେବ। ଫେବୃୟାରୀ ପହିଲାରେ ମଧ୍ୟବର୍ତ୍ତୀକାଳୀନ ବଜେଟ୍‍ ଉପସ୍ଥାପନ କରାଯିବ। ଏହି ଅଧିବେଶନ ଫେବୃୟାରୀ ୧୩ ତାରିଖରେ ଶେଷ ହେବ।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories