www.samajalive.in
Sunday, December 7, 2025
14.1 C
Bhubaneswar

ପୁରୀରେ ମୁକୁଳା ଡ୍ରେନ୍‌ରେ ଖସି ଯୁବକ ମୃତ

ପୁରୀ : ପୁରୀରେ ମୁକୁଳା ଡ୍ରେନ୍‌ରେ ଖସି ମଙ୍ଗଳବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । କୁମ୍ଭାରପଡା ଥାନା ଗଜପତି ନଗରରେ ଏହି ଅଘଟଣ ଘଟିଛି । ମୁକୁଳା ଡ୍ରେନ୍‌ରେ ଖସି ପଡି ଯୁବକଙ୍କ ଜୀବନ ଚାଲି ଯାଇଛି। ମୃତକ ହେଉଛନ୍ତି ଗଜପତି ନଗରର ବାବି ଚୌଧୁରୀ। ପୌର ସଂସ୍ଥାର ଅବହେଳା ପାଇଁ ଏହି ଅଘଟଣ ଘଟିଛି ବୋଲି ସ୍ଥାନୀୟଲୋକେ ଅଭିଯୋଗ କରିଛନ୍ତି । ମୁକୁଳା ଡ୍ରେନ୍‌ରେ ସ୍ଲାବ୍‌ ପଡିନଥିବାରୁ ଏହି ଅଘଟଣ ଘଟିଛି ବୋଲି କୁହାଯାଉଛି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ରାଜଧାନୀରୁ ହଟିବେ ସମସ୍ତ ଉଠା ଦୋକାନୀ

ଦେଖନ୍ତୁ ଭିଡିଓ; ଅଲ୍ଲୁ ଅର୍ଜୁନ ପୁଲିସ ଷ୍ଟେସନରେ ହାଜର ପୂର୍ବରୁ କଲେ ଏମିତି..

- Advertisement -

ନୂଆବର୍ଷ ୨୦୨୫ରେ କେତୁ ଚଳନ; ଏହି ୩ ରାଶିଙ୍କୁ କରିବେ ମାଲାମାଲ୍‌..

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories